1 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋ'।

2 ମୋ' ସଙ୍କଟ ଦିନରେ ମୋ'ଠାରୁ ତୁମ୍ଭ ମୁଖ ଲୁଚାଅ।

3 କାରଣ ମୋ' ଦିନସବୁ ଧୂଆଁ ପରି କ୍ଷୟ ପାଏ।

4 ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ।

5 ମୋହର ହାହାକାର ଶବ୍ଦ ସକାଶୁ ମୋ' ଅସ୍ଥିସବୁ।

6 ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ;

7 ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା।

8 ମୋ' ଶତ୍ରୁମାନେ ଦିନଯାକ ମୋତେ ନିନ୍ଦା କରନ୍ତି;

9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି।

10 ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି;

11 ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ।

12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର।

13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ;

14 ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା।

15 ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ।

16 କାରଣ ସଦାପ୍ରଭୁ ସିୟୋନକୁ ପୁନର୍ନିର୍ମାଣ କରିଅଛନ୍ତି।

17 ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ।

18 ଏହା ଭବିଷ୍ୟଦ ବଂଶ ନିମନ୍ତେ ଲିଖିତ ହେବ;

19 କାରଣ ବନ୍ଦୀର ହାହାକାର ଶୁଣିବାକୁ,

20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ।

21 ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ।

22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ।

23 ସେ ପଥ ମଧ୍ୟରେ ମୋର ବଳ ହ୍ରାସ କଲେ,

24 ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର।

25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ;

26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ;

27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବର୍ଷର ଶେଷ।

28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ।