1 ହେ ମୋହର ମନ, ସଦାପ୍ରଭୁଙ୍କର।

2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ;

3 ତୁମ୍ଭେ ଜଳରାଶି ଉପରେ ଆପଣା କୋଠରୀର।

4 ତୁମ୍ଭେ ବାୟୁକୁ ଆପଣାର ଦୂତ କର;

5 ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ,

6 ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ;

7 ତୁମ୍ଭ ଧମକରେ ସେସବୁ ପଳାଇଲେ;

8 ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ।

9 ସେମାନେ ଯେପରି ସୀମା ଲଙ୍ଘନ ନ କରିବେ।

10 ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି;

11 ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ,

12 ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି,

13 ସେ ଆପଣା କୋଠରିରୁ ପର୍ବତଗଣକୁ ଜଳରେ।

14 ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା।

15 ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ,

16 ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ;

17 ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା।

18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ।

19 ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ।

20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ;

21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି।

22 ସୂର୍ଯେ୍ୟାଦୟ ହେଲେ ସେମାନେ ଚାଲିଯା'ନ୍ତି।

23 ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସାୟଂକାଳ ପର୍ଯ୍ୟନ୍ତ।

24 ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ !

25 ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ,

26 ତହିଁରେ ଜାହାଜ ଗତାୟାତ କରେନ୍ତ।

27 ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା।

28 ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ।

29 ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ।

30 ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ।

31 ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ;

32 ସେ ପୃଥିବୀକି ଅନାଇଲେ, ତାହା କମ୍ପିତ ହୁଏ,

33 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ।

34 ତାହାଙ୍କ ପ୍ରତି ମୋ' ଧ୍ୟାନ ସୁମିଷ୍ଟ ହେଉ;

35 ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ।