1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।
2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା।
3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ।
4 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି।
5 ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି।
6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ।
7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର।
8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ।
9 ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ।
10 ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ।
11 ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ।
12 ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ।
13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି।
14 ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ।
15 ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ;
16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ।
17 ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା।
18 ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ।
19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ।
20 ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା।
21 ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ।
22 ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା।
23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି।
24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ।
25 ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ,
26 ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା।
27 ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା।
28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ।
29 ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା।
30 ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ଡାଜ୍ଞା।
31 ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ।
32 ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ।
33 ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ।
34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ।
35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ।
36 ଆଉ, ସେମାନଙ୍କ ଦେବତାଗଣର ସେବା କଲେ;
37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା।
38 ପୁଣି, ସେମାନେ କିଣାନ ଦେଶର ଦେବତାଗଣ।
39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା।
40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ।
41 ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ।
42 ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ।
43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ;
44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ।
45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ।
46 ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି।
47 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ।