1 ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି,
2 ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ।
3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ।
4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ।
5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ।
6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,
7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ;