1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।

2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ।

3 ତାହାର ଗୃହରେ ଧନ ସମ୍ପତ୍ତି ଥାଏ।

4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ।

5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ।

6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ।

7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ ।

8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି।

9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ।

10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ;