1 ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ।
2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ।
3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା।
4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ।
5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି।
6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର।
7 ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ,
8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ।