1 ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ।
2 ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା।
3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ।
4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା'ନ୍ତା,
5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର।
6 ସଦାପ୍ରଭୁ ଧନ୍ୟ ହେଉନ୍ତୁ,
7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା।
8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ।