1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ।

2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ।

3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ।

4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର।

5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;

6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ ।