1 ସଦାପ୍ରଭୁଙ୍କର ଧନ୍ୟବାଦ କର;

2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;

3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;

4 ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ।

5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;

6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ;

7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;)।

8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ।

9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;)।

10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା)।

11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି।

12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ।

13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;)।

14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ;

15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ।

16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ।

17 ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;)।

18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;

19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ।

20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;

21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ।

22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ।

23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ।

24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ।

25 ସବୁ ପ୍ରାଣୀକି ଆହାର ଦିଅନ୍ତି ସେ;

26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;