1 ମୁଁ ଆପଣାର ସର୍ବାନ୍ତଃକରଣରେ।
2 ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା।
3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ,
4 ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର।
5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ;
6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ।
7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ।
8 ସଦାପ୍ରଭୁ ମୋ' ସମ୍ପର୍କୀୟ ବିଷୟ ସାଧନ କରିବେ;