1 ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ।

2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ,

3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ,

4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ।

5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ।

6 ଏହି ପ୍ରକାର ଜ୍ଞାନ ମୋ' ପ୍ରତି ଅତି ଆଶ୍ଚର୍ଯ୍ୟ;

7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ?

8 ଯେବେ ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ।

9 ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ।

10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ।

11 ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ।

12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ,

13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;

14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବିନ୍ତ କାରଣ ମୁଁ ଭୟଙ୍କର।

15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ।

16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା।

17 ହେ ପରମେଶ୍ୱର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋ'।

18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା।

19 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ।

20 କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ।

21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ'ଣ।

22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ;

23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ।

24 ଆଉ, ମୋ' ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ।