1 ହେ ସଦାପ୍ରଭୋ, ମୋହର।
2 ନିଜ ଦାସକୁ ବିଚାରରେ ଆଣ ନାହିଁ;
3 ଶତ୍ରୁ ମୋ' ପ୍ରାଣକୁ ତାଡ଼ନା କରିଅଛି;
4 ଏହେତୁ ମୋହର ଆତ୍ମା ମୋ' ଅନ୍ତରରେ ଉଦ୍ବିଗ୍ନ।
5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;
6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି;
7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର।
8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ।
9 ହେ ସଦାପ୍ରଭୋ, ମୋ' ଶତ୍ରୁଗଣଠାରୁ ମୋତେ ଉଦ୍ଧାର।
10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ।
12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ' ଶତ୍ରୁମାନଙ୍କୁ।