1 ହେ ରାଜନ୍, ମୋହର ପରମେଶ୍ୱର,
2 ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି;
3 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର।
5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ।
6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ।
7 ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ।
8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ;
10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି।
12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ।
13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ।
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
15 ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ;
16 ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର।
17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ।
18 ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ,
19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ;
20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି;
21 ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ।