1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।

2 ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି;

3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି।

4 ସେ ତାରାଗଣର ସଂଖ୍ୟା କରନ୍ତି;

5 ଆମ୍ଭମାନଙ୍କର ପ୍ରଭୁ ମହାନ* ଓ ଅତିଶୟ ଶକ୍ତିମାନ;

6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି;

7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର;

8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି,

9 ସେ ପଶୁକୁ ତାହାର ଆହାର ଦିଅନ୍ତି।

10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି;

11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ।

12 ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର;

13 କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି;

14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି;

15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି;

16 ସେ ମେଷଲୋମ ପରି ତୁଷାର ଦିଅନ୍ତି;

17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି;

18 ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ।

19 ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି।

20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି।