1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।
2 ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା।
4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ,
5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;
6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର,
8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପନ୍ତ ତାହାଙ୍କ ବାକ୍ୟସାଧକ।
9 ପର୍ବତ ଓ ସକଳ ଉପପର୍ବତ;
10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ;
11 ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ;
12 ଯୁବକ ଓ ଯୁବତୀମାନେ;
13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;
14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି,