1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା।

2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;

3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;

4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ।

5 ଭକ୍ତଗଣ ଗୌରବରେ ଉଲ୍ଲସିତ ହେଉନ୍ତୁ;

6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ଼୍‍ଗ ଥାଉ ।

7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,

8 ସେମାନଙ୍କ ରାଜଗଣକୁ ଶିକୁଳିରେ।

9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା।