1 ହେ ପରମେଶ୍ୱର, ମୋତେ ରକ୍ଷା କର;

2 ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ।

3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି,

4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ।

5 ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ ।

6 ମୋ' ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି ।

7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ।

8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି;

9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର।

10 କାରଣ ତୁମ୍ଭେ ମୋ' ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ;

11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବନ୍ତ ତୁମ୍ଭ।