1 ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ,
2 ତୁମ୍ଭ ଛାମୁରୁ ମୋ' ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ ।
3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ;
4 ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ।
5 ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି,
6 ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ।
7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ।
8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର।
9 ଚକ୍ଷୁର ତାରା ପରି ମୋତେ ରଖ,
10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି;
11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ।
12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ।
13 ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ,
14 ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ,
15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି;