1 ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ;

2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି।

3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ।

4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ।

5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ।

6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ।

7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ;

8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ;

9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ।

10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା।

11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ;

12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ?

13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ।

14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର।