1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;
2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ।
3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ।
4 ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ।
5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ।
6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ।
7 ମୁଁ ସେହି ବିଧାନ ପ୍ରଚାର କରିବି;
8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର।
9 ତୁମ୍ଭେ ଲୌହଦଣ୍ଡରେ ସେମାନଙ୍କୁ ଭାଙ୍ଗିବ;
10 ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ।
11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର ।
12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,