1 ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର,

2 ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ,

3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ।

4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ;

5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର।

6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର।

7 ମୋତେ ଦେଖିବା ଲୋକସମସ୍ତେ ମୋତେ ପରିହାସ।

8 ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା;

9 ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;

10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;

11 ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ।

12 ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି;

13 ସେମାନେ ଗ୍ରାସେଚ୍ଛୁ ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ।

14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି।

15 ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି;

16 କାରଣ କୁକ୍‍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି;

17 ମୁଁ ଆପଣା ଅସ୍ଥିସବୁ ଗଣିପାରେନ୍ତ ସେମାନେ ମୋତେ।

18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର।

19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋ'ଠାରୁ ଦୂରବର୍ତ୍ତୀ।

20 ଖଡ଼୍‍ଗରୁ ମୋ' ପ୍ରାଣକୁ ଓ କୁକ୍‍କୁରର ବଳରୁ ମୋହର।

21 ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର।

22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର।

23 ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ।

24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି।

25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା।

26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ;

27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ।

28 କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ।

29 ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ।

30 ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ।

31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ।