1 ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା।
2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ।
3 ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି,
4 ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ;
5 ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ।
6 ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା।
7 ମୋ' ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ।
8 ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ।
9 ସେ ନମ୍ର ଲୋକକୁ ବିଚାରମାର୍ଗରେ କଢ଼ାଇ ନେବେ।
10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ।
11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର।
12 ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ?
13 ତାହାର ପ୍ରାଣ କୁଶଳରେ ବାସ କରିବ।
14 ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ;
15 ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି।
16 ମୋ' ପ୍ରତି ଫେର ଓ ମୋ' ପ୍ରତି ଦୟା କର;
17 ମୋ' ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି;
18 ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର;
19 ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ।
20 ମୋ' ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର;
21 ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ।
22 ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ।