1 ହେ ସଦାପ୍ରଭୋ, ମୋହର ବିଚାର କର,
2 ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ।
3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋ' ଦୃଷ୍ଟି-।
4 ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ।
5 ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ,
6 ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର।
7 ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ।
8 ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ।
9 ପାପୀମାନଙ୍କ ସଙ୍ଗେ ମୋ' ପ୍ରାଣକୁ କିଅବା।
10 ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି ସେମାନଙ୍କ।
11 ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ।
12 ମୋ' ଚରଣ ସମଭୂମିରେ ଠିଆ ହେଉଅଛି;