1 ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି।

2 ଅନେକେ ମୋ' ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ।

3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋ' ଚତୁର୍ଦ୍ଦିଗରେ।

4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ।

5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;

6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ।

7 ହେ ସଦାପ୍ରଭୋ, ଉଠନ୍ତ ହେ ମୋହର ପରମେଶ୍ୱର,

8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର;