1 ଯାହାର ଅପରାଧ କ୍ଷମା, ଯାହାର ପାପ।
2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି।
3 ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ।
4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋ' ଉପରେ ଭାରୀ।
5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ।
6 ଏଥିପାଇର୍ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ।
7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ।
8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ।
9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ।
10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ;
11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର।