1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ।

2 ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର।

3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;

4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର।

5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି;

6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ,

7 ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି;

8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ;

9 ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା ।

10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି;

11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ।

12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ;

13 ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ।

14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ।

15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର।

16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ତ୍ରାଣ ପାଏ।

17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା;

18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି,

19 ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ।

20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ।

21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ।

22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା।