1 ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ।
2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ।
3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ।
4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ।
5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର;
6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ।
7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ।
8 କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କରନ୍ତ ଆପଣାକୁ।
9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର।
10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ;
11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ।
12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ।
13 ପ୍ରଭୁ ତାହାକୁ ଉପହାସ କରିବେ ।
14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ-।
15 ସେମାନଙ୍କ ଖଡ଼୍ଗ ସେମାନଙ୍କ ନିଜ ହୃଦୟରେ।
16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା।
17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ।
18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ।
19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ;
20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ।
21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ ।
22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ।
23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ।
24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ;
25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;
26 ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ;
27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର;
28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି।
29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ।
30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର।
31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ।
32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ।
33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ।
35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ।
36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ।
37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ।
38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ।
39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ।
40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ।