1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅନ୍ତ ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର ।
2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି;
3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ।
4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର।
5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ।
6 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର,
7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି;
8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି;
9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ।