1 ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ,
2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର,
3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ।
4 କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ।
5 ସେମାନେ ତାହା ଦେଖି ଚମତ୍କୃତ ହେଲେ;
6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର।
7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶର ଜାହାଜସବୁ।
8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି।
9 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ।
10 ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେପରି।
11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ।
12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ।
13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ।
14 କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର।