1 ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର।
3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋ'।
4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି;
5 ଯେତେବେଳେ ଅଧର୍ମ ମୋ' ଗୋଇଠି ପାଖରେ ମୋତେ।
6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର।
7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ।
8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ।
9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ।
10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ।
11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ।
12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ;
13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ;
14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ;
15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର।
16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ।
17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ;
18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର।
19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ;
20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ।