1 ହେ ସଦାପ୍ରଭୋ, ମୋ' ବାକ୍ୟରେ କର୍ଣ୍ଣ ଦିଅ,

2 ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର,

3 ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ।

4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ;

5 ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ;

6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ;

7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ।

8 ହେ ସଦାପ୍ରଭୋ, ମୋ' ଶତ୍ରୁଗଣ ସକାଶୁ ତୁମ୍ଭେ।

9 କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ;

10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର;

11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ।

12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ।