1 ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ।
2 ମୋ' ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ।
3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ।
4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ।
5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି।
6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ;
7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ।
8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ;
9 ମୋ' ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର।
10 ହେ ପରମେଶ୍ୱର, ମୋ' ଅନ୍ତରରେ ଶୁଚି ଅନ୍ତଃକରଣ।
11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ।
12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ।
13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି।
14 ହେ ପରମେଶ୍ୱର, ମୋ' ତ୍ରାଣର ପରମେଶ୍ୱର, ତୁମ୍ଭେ।
15 ହେ ପ୍ରଭୋ, ମୋ' ଓଷ୍ଠାଧର ଫିଟାଅ, ତହିଁରେ।
16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ।
17 ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି,
18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର;
19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ।