1 ହେ ପରମେଶ୍ୱର, ମୋତେ ଦୟା କର; କାରଣ।
2 ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ।
3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର।
4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା।
5 ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ।
6 ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି,
7 ସେମାନେ କ'ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ ?
8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ ।
9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ' ଶତ୍ରୁଗଣ।
10 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା।
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ।
12 ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ।
13 କାରଣ ତୁମ୍ଭେ ମୃତ୍ୟୁରୁ ମୋ' ପ୍ରାଣକୁ ଉଦ୍ଧାର।