1 ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି।
2 ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ।
3 ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ।
4 ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ;
5 ସାପୁଡ଼ିଆମାନେ ଯେଡ଼େ ନିପୁଣ ଭାବରେ ମନ୍ତ୍ର।
6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ।
7 ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ;
8 ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର।
9 ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା।
10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ;
11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ।