1 ହେ ମୋହର ପରମେଶ୍ୱର, ମୋ' ଶତ୍ରୁଗଣଠାରୁ।

2 ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର,

3 କାରଣ ଦେଖ, ସେମାନେ ମୋ' ପ୍ରାଣ ପାଇଁ ଛକି।

4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ।

5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,

6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍‍କୁର ପରି।

7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍‍ଗାର।

8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି।

9 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ।

10 ମୋହର ଦୟାବାନ ପରମେଶ୍ୱର ମୋହର।

11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ'।

12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର।

13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ।

14 ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍‍କୁର।

15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ।

16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି।

17 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ।