1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ।

2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ।

3 ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି;

4 ହେ ସଦାପ୍ରଭୋ, ଫେର, ମୋ' ପ୍ରାଣକୁ ଉଦ୍ଧାର କର;

5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ।

6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି;

7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ;

8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର।

9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି;

10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ।