1 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ,

2 ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ।

3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ।

4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ।

5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ।

6 ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି;

7 ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ।

8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ।

9 କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ।

10 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି।

11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ।

12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ।