1 ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା।

2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ;

3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ।

4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ।

5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର।

6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ;

7 ମୋହର ପରିତ୍ରାଣ ଓ ମୋହର ଗୌରବ।

8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର।

9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ।

10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ।

11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର।

12 ଆହୁରି, ହେ ପ୍ରଭୋନ୍ତ ତୁମ୍ଭଠାରେ ଦୟା ଥାଏ;