1 ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;
2 ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ।
3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା।
4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;
5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ।
6 ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ।
7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ,
8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ;
9 ମାତ୍ର ଯେଉଁମାନେ ମୋ' ପ୍ରାଣନାଶର ଚେଷ୍ଟା କରନ୍ତି,
10 ସେମାନେ ଖଡ଼୍ଗର ପରାକ୍ରମରେ ସମର୍ପିତ ହେବେ;
11 ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ;