1 ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର।
2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ।
3 ଅପରାଧ ମୋ' ଉପରେ ପ୍ରବଳ ହୁଏ; ତୁମ୍ଭେ।
4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ।
5 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ।
6 ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ।
7 ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର।
8 ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି।
9 ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ।
10 ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ।
11 ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ।
12 ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ।
13 ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି;