1 ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ।

2 ତାହାଙ୍କ ନାମର ମହିମା କୀର୍ତ୍ତନ କର;

3 ପରମେଶ୍ୱରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି।

4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ।

5 ଆସ ଓ ପରମେଶ୍ୱରଙ୍କ କି୍ରୟାସକଳ ଦେଖ;

6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ।

7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି;

8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ।

9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି।

10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ।

11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ,

12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ।

13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି,

14 ମୋ' ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ'।

15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ।

16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ,

17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି।

18 ଯେବେ ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ,

19 ମାତ୍ର ନିଶ୍ଚୟ ପରମେଶ୍ୱର ମୋ' କଥା ଶୁଣିଅଛନ୍ତି,

20 ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା।