1 ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ।

2 ଯେପରି ଧୂମ ଚାଳିତ ହୁଏ, ସେପରି ସେମାନଙ୍କୁ।

3 ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁନ୍ତ ସେମାନେ।

4 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ।

5 ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ।

6 ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ।

7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ।

8 ପୃଥିବୀ କମ୍ପିଲା,

9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ,

10 ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ।

11 ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି;

12 ସୈନ୍ୟଶ୍ରେଣୀର ରାଜଗଣ ପଳାୟନ କରନ୍ତି,

13 ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା,

14 ସଲ୍‍ମୋନାରେ ହିମପାତ ବେଳେ ଯେପରି,

15 ବାଶନ୍‍ର ପର୍ବତ ପରମେଶ୍ୱରଙ୍କ ପର୍ବତ;

16 ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ।

17 ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ;

18 ତୁମ୍ଭେ ଊର୍ଦ୍ଧ୍ବରେ ଆରୋହଣ କରିଅଛ, ତୁମ୍ଭେ।

19 ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି,

20 ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ।

21 ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ।

22 ପ୍ରଭୁ କହିଲେ, ଆମ୍ଭେ ବାଶନ୍‍ରୁ ପୁନର୍ବାର ଆଣିବା,

23 ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ,

24 ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି,

25 ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ।

26 ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର।

27 କନିଷ୍ଠ ବିନ୍ୟାମୀନ୍‍ ସେମାନଙ୍କର ଶାସନକର୍ତ୍ତା,

28 ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି;

29 ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜଗଣ ତୁମ୍ଭ।

30 ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ।

31 ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ।

32 ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ।

33 ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ।

34 ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ।

35 ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ।