1 ହେ ସଦାପ୍ରଭୋ ମୋ' ପରମେଶ୍ୱର, ମୁଁ ତୁମ୍ଭଠାରେ।

2 ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି।

3 ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯେବେ ମୁଁ।

4 ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର।

5 ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ।

6 ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ,

7 ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁନ୍ତ।

8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ।

9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର।

10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ।

11 ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ।

12 ଯେବେ କୌଣସି ମନୁଷ୍ୟ ନ ଫେରିବ, ତେବେ।

13 ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ।

14 ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ।

15 ସେ କୂପ ଖୋଳି ଗଭୀର କରିଅଛି, ପୁଣି ସେ ଆପଣା।

16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ।

17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର।