1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ।
2 ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର;
3 ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ' ପ୍ରତି।
4 ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ,
5 କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର।
6 ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି;
7 ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର।
8 ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ।
9 ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ;
10 କାରଣ ମୋହର ଶତ୍ରୁଗଣ ମୋ' ବିଷୟରେ କଥା।
11 ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ।
12 ହେ ପରମେଶ୍ୱର, ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;
13 ମୋ' ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ।
14 ମାତ୍ର ମୁଁ ନିରନ୍ତର ଭରସା କରିବି,
15 ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର।
16 ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ।
18 ହେ ପରମେଶ୍ୱର, ମୁଁ ଆସନ୍ତା ପୁରୁଷ ନିକଟରେ।
19 ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ।
20 ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ।
21 ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ।
22 ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ,
23 ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ।
24 ମୋହର ଜିହ୍ୱା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ।