1 ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର।
2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ।
3 ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ।
4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର।
5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ।
6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ।
7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ;
8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ।
9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ।
10 ତର୍ଶୀଶର ଓ ଦ୍ୱୀପସମୂହର ରାଜଗଣ ଦର୍ଶନୀ।
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ।
12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ।
13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ।
14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ।
15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ।
16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ।
17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ।
18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର।
19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ।
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ ।