1 ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃ-।

2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର।

3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି* ଦେଖି ଦାମ୍ଭିକମାନଙ୍କ।

4 ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ।

5 ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ;

6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ।

7 ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ;

8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ।

9 ସେମାନେ ଆକାଶରେ ଆପଣା ଆପଣା ମୁଖ।

10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି;

11 ଆଉ, ସେମାନେ କହନ୍ତି, ପରମେଶ୍ୱର କିପରି।

12 ଦେଖ, ଏମାନେ ଦୁଷ୍ଟଲୋକ;

13 ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି।

14 କାରଣ ମୁଁ ଦିନଯାକ ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି।

15 ଏରୂପ କହିବି ବୋଲି ଯେବେ ମୁଁ କହିଥା'ନ୍ତି।

16 ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା।

17 ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ।

18 ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ;

19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି !

20 ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ,

21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର।

22 ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ।

23 ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ।

24 ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ।

25 ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ।

26 ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି;

27 କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ।

28 ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର।