1 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି;

2 ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ।

3 ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ।

4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ।

5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ।

6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ।

7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର।

8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ;

9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ।

10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ;

11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ।

12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି;