1 ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ।
2 ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ।
3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା।
4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,
5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ।
6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ।
8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ;
9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ,
10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ।
11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ।
12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ।
13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ।
14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ।
15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର।
16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି;
17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ,
18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ;
19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,