1 ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା।

2 କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି;

3 ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ।

4 ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା।

5 ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା।

6 କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା।

7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ।

8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ।

9 ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ;

10 ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ।

11 ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭରନ୍ତ ତୁମ୍ଭେ ଜଗତ ଓ।

12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ;

13 ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ;

14 ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ;

15 ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ।

16 ସେମାନେ ଦିନଯାକ ତୁମ୍ଭ ନାମରେ ଆନନ୍ଦ କରନ୍ତି।

17 କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ;

18 କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର।

19 ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ।

20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ;

21 ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ;

22 ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ;

23 ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ।

24 ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ।

25 ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ।

26 ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା,

27 ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ।

28 ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା।

29 ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା।

30 ଯେବେ ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା।

31 ଯେବେ ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି।

32 ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର।

33 ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକା;

34 ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ,

35 ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ।

36 ତାହାର ବଂଶ ସଦାକାଳ ରହିବ।

37 ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ।

38 ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ,

39 ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ;

40 ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ;

41 ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ।

42 ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ।

43 ହଁ, ତୁମ୍ଭେ ତାହାର ଖଡ଼୍‍ଗଧାର ଫେରାଉଅଛ।

44 ତୁମ୍ଭେ ତାହାର ତେଜ ନିବୃତ୍ତ କରିଅଛ।

45 ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛନ୍ତ।

46 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ।

47 ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ।

48 ଯେ ମୃତ୍ୟୁ ନ ଦେଖି ଜୀବିତ ରହିବ ଓ ପାତାଳର।

49 ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା।

50 ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର।

51 ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା।

52 ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍‍,