1 ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ।
2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ।
3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ ।
4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ।
5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ।
6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ;
7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ,
8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ,
9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ।
10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,
11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ।
12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ।
13 ହେ ସଦାପ୍ରଭୋ, ଫେର; କେତେ କାଳ ?
14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର;
15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ।
16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ।
17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ।